Acts 23:31 — Compare Translations

7 translations compared side by side

Odia - 1840
"ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରୀ ରେ ଆନ୍ତିପାତ୍ରି ନଗରକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ଘେନି ରାତ୍ରିକାଳରେ ତାଙ୍କୁ ଆନ୍ତିପାତ୍ରିକୁ ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୈନ୍ୟମାନେ ସେହି ଆଦେଶ ଅନୁଯାୟୀ ପାଉଲଙ୍କୁ ସେହି ରାତିରେ ଆନ୍ତିପଟ୍ରିସ୍ରେ ପହଞ୍ଚାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾಕ್ನಿ ಸಾಂಗಲ್ಯಾ ಸಾರ್ಕೆ ರಾತ್ತಿನ್ ಪಾವ್ಲುಕ್ ಅಂತಿಪತ್ರಿಯಾ ಮನ್ತಲ್ಯಾ ಶಾರಾಕ್ ನ್ಹೆಲ್ಯಾನಿ.