Acts 23:32 — Compare Translations
7 translations compared side by side
Odia - 1840
"ତହିଁ ଆରଦିନ ପାଉଲଙ୍କୁ କାଇସରୀଆ ରେ ପହଞ୍ଚାଇବାର ଦାଯିତ୍ବ ଅଶ୍ବାରୋହୀମାନଙ୍କୁ ଦଇେ ପଦାତିକ ସୈନ୍ଯମାନେ ସୈନ୍ଯ ନିବାସକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ସେମାନେ ଅଶ୍ଵାରୋହୀମାନଙ୍କୁ ତାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ବାହୁଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତହିଁ ଆରଦିନ ପଦାତିକ ସୈନ୍ୟମାନେ ଦୁର୍ଗକୁ ଫେରିଗଲେ ଓ ଅଶ୍ୱାରୋହୀ ସୈନ୍ୟମାନେ
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ସେମାନେ ଅଶ୍ୱାରୋହୀମାନଙ୍କୁ ତାହାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପରଦିନ ସେମାନେ ଅଶ୍ୱାରୋହୀମାନଙ୍କୁ ତାହାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ଫେରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ ಪಾವ್ಲುಚ್ಯಾ ವಾಂಗ್ಡಾ ಫಿಡೆ ಜಾವ್ಕ್ ಸಾಟ್ನಿ ಘೊಡೆ ಚಾಲ್ವುತಲ್ಯಾಕ್ನಿ ಸೊಡುನ್ ಸೈನಿಕಾ ಅನಿ ಪಾಟಿ ಪರ್ತುನ್ ಕೊಟೆಕ್ ಯೆಲ್ಯಾನಿ.