Acts 23:33 — Compare Translations

7 translations compared side by side

Odia - 1840
"ସମାନେେ କାଇସରୀଆ ରେ ପହଞ୍ଚି ରାଜ୍ଯପାଳକୁ ପତ୍ରଟି ଦେଲେ। ତା'ପରେ ସମାନେେ ପାଉଲଙ୍କୁ ତାହାଙ୍କ ହାତ ରେ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଅଶ୍ଵାରୋହୀମାନେ କାଇସରୀଆକୁ ଆସି ଶାସନକର୍ତ୍ତାଙ୍କୁ ପତ୍ର ଦେଲେ, ପୁଣି ପାଉଲଙ୍କୁ ମଧ୍ୟ ତାଙ୍କ ଛାମୁରେ ଉପସ୍ଥିତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କୁ ନେଇ ସିସେରିଆରେ ପହଞ୍ଚିଲେ। ସେଠାରେ ସୈନ୍ୟାଧ୍ୟକ୍ଷଙ୍କ ପତ୍ର ସହ ପାଉଲଙ୍କୁ ରାଜ୍ୟପାଳଙ୍କ ଜିମା କରିଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା’ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘೊಡ್ಕಿಯಾಂಚ್ಯಾ ಲೊಕಾನಿ ಸೆಜೆರೆಯಾ ಶಾರಾಕ್ ಪಾವ್ನ್ ರಾಜ್ಯ್ ಪಾಲ್ ಫೆಲಿಕ್ಸಾಕ್ ಚಿಟ್ ದಿಲ್ಯಾನ್, ಮಾನಾ ತೆನಿ ಪಾವ್ಲುಕ್‍ ತೆಕಾ ಒಪ್ಸುನ್ ದಿಲ್ಯಾನಿ.