Acts 23:35 — Compare Translations
7 translations compared side by side
Odia - 1840
"ରାଜ୍ଯପାଳ କହିଲେ, ତୁମ୍ଭର ଅଭିଯୋଗକାରୀମାନେ ଏଠା ରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟ ରେ ଶୁଣିବି। ସେ ପାଉଲଙ୍କୁ ହରେୋଦଙ୍କର ପ୍ରାସାଦ ରେ ରଖିବା ପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା । ଆଉ, ସେ ହେରୋଦଙ୍କ ପ୍ରାସାଦରେ ତାଙ୍କୁ ରଖିବା ନିମନ୍ତେ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, “ତୁମର ଅଭିଯୋଗକାରୀମାନେ ପହଞ୍ଚିବା ପରେ ମୁଁ ତୁମ କଥା ଶୁଣିବି।” ତା’ପରେ ପାଉଲଙ୍କୁ ହେରୋଦଙ୍କ ରାଜପ୍ରାସାଦରେ ବନ୍ଦୀ କରି ରଖିବା ପାଇଁ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା । ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಾಜ್ಯ್ ಪಾಲಾನ್ “ತುಕಾ ವಿರೊಧ್ ಹೊವ್ನ್ ಹೊತ್ತಿ ಜುದೆವಾಂಚಿ ಲೊಕಾ ಹಿತ್ತೆ ಯೆಲ್ಲ್ಯಾ ತನ್ನಾ ಮಿಯಾ ಇಚಾರ್ನೆ ಕರ್ತಾ”, ಮನುನ್ ಸಾಂಗ್ಲ್ಯಾನ್, ಮಾನಾ ಪಾವ್ಲುಕ್ ಹೆರೊದಾಚ್ಯಾ ಘರಾತ್ ಥವ್ಚೆ ಮನುನ್ ಹುಕುಮ್ ದಿಲ್ಯಾನ್.