Acts 23:4 — Compare Translations

7 translations compared side by side

Odia - 1840
"ପାଉଲଙ୍କ ପାଖ ରେ ଠିଆ ହାଇେଥିବା ଲୋକମାନେ କହିଲେ, ତୁମ୍ଭେ ପରମେଶ୍ବରଙ୍କର ମହାୟାଜକଙ୍କୁ ସପରେି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ଵରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କ ନିକଟରେ ଥିବା ଲୋକମାନେ ତାଙ୍କୁ କହିଲେ, “ତୁମେ ଈଶ୍ୱରଙ୍କ ପ୍ରଧାନ ଯାଜକଙ୍କୁ ଅପମାନ କରୁଛ!”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ୱରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಚ್ಯಾ ಜಗ್ಗೊಳ್ ಇಬೆ ಹೊತ್ತ್ಯಾ ಲೊಕಾನಿ ತೆಕಾ “ದೆವಾಚ್ಯಾ ಮೊಟ್ಯಾ ಯಾಜಕಾಕ್ ತಿಯಾ ಅಶೆ ಬೊಲುನೈ, ತೆಕಾ ತಿಯಾ ಅವಮಾನ್ ಕರುಲೈ!” ಮನುನ್ ಸಾಂಗ್ಲ್ಯಾನಿ.