Acts 23:5 — Compare Translations
7 translations compared side by side
Odia - 1840
"ପାଉଲ ଉତ୍ତର ଦେଲେ, ଭାଇମାନେ, ମୁଁ ତାହାଙ୍କୁ ମହାୟାଜକ ବୋଲି ଜାଣି ନଥିଲି। ଏହା ଧର୍ମଶାସ୍ତ୍ର ରେ ଲଖାେଅଛି, 'ତୁମ୍ଭର ନିଜ ଲୋକଙ୍କ ନେତା ବିଷୟ ରେ ଖରାପ କଥା କହିବା ଉଚ଼ିତ ନୁହେଁ।' "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାଉଲ କହିଲେ, ଭ୍ରାତୃବୃନ୍ଦ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଉତ୍ତର ଦେଲେ, “ହେ ଇଶ୍ରାଏଲୀୟ ଭାଇମାନେ, ସେ ପ୍ରଧାନ ଯାଜକ ବୋଲି ମୁଁ ଜାଣି ନ ଥିଲି। ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ତୁମେ ନିଜ ଜାତିର ଶାସକଙ୍କ ଗ୍ଳାନି କର ନାହିଁ’।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଉତ୍ତର ଦେଲେ, “ଭାଇମାନେ, ମୁଁ ତାହାଙ୍କୁ ମହାଯାଜକ ବୋଲି ଜାଣି ନ ଥିଲି। ଏହା ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭର ନିଜ ଲୋକଙ୍କ ନେତା ବିଷୟରେ ଖରାପ କଥା କହିବା ଉଚିତ୍ ନୁହେଁ।’ ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ತೆಂಕಾ, ಭಾವಾನು ಹೊ ಮಾನುಸ್ ಮೊಟೊ ಯಾಜಕ್ ಮನ್ತಲೆ ಮಾಕಾ ಗೊತ್ತ್ ನತ್ತೆ, ತುಮ್ಚ್ಯಾ ಲೊಕಾಂಚ್ಯಾ ಅದಿಕಾರ್ಯಾಚ್ಯಾ ವಿರೊದ್ ವಾಯ್ಟ್ ಬೊಲು ನ್ಹಯ್ ಮನುನ್ ಮೊಯ್ಜೆಚ್ಯಾ ಖಾಯ್ಲ್ಯಾಂಚ್ಯಾ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್ ಮಟ್ಲ್ಯಾನ್.