Acts 23:6 — Compare Translations

7 translations compared side by side

Odia - 1840
"ସଭା ରେ ସମାନଙ୍କେ ଭିତରୁ କେତକେ ଲୋକ ସାଦ୍ଦୁକୀ ଓ ଅନ୍ୟ କେତକେ ଫାରୁଶୀ ମଧ୍ଯ ଥିଲେ। ଏହା ପାଉଲ ଜାଣିପାରିଲେ। ତେଣୁ ସେ ଖୁବ୍ ଜୋର୍ ରେ କହିଲେ, ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମାେ ପିତା ମଧ୍ଯ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ରେ ବିଶ୍ବାସ କରେ। ଏହି ବିଶ୍ବାସ ପାଇଁ ମୁଁ ଆଜି ଏଠା ରେ ଏହି ବିଚ଼ାରର ସମ୍ମୁଖୀନ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ଵରରେ କହିଲେ, ଭ୍ରାତୃବୃନ୍ଦ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍, ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ବିଚାରିତ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନଙ୍କ ଦଳରେ କେତେକ ଫାରୁଶୀ ଓ ଆଉ କେତେକ ସାଦ୍ଦୁକୀ ଥିବାର ଦେଖି ପାଉଲ ମହାସଭାକୁ ଆହ୍ୱାନ କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ମୁଁ ଜଣେ ଫାରୁଶୀ, ଫାରୁଶୀ ବଂଶରେ ମୋର ଜନ୍ମ। ମୃତମାନଙ୍କ ପୁନରୁତ୍ଥାନରେ ମୁଁ ବିଶ୍ୱାସ କରିବା ହେତୁ ଏଠାରେ ମୋର ବିଚାର କରାଯାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋ‌ର୍‌‌ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌ତ୍‌ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍‍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ತಾಂಡ್ಯಾತ್ ಥೊಡಿ ಲೊಕಾ ಸಾದುಸೆವಾಂಚಿ ಅನಿ ಥೊಡಿ ಲೊಕಾ ಫಾರಿಜೆವಾಂಚಿ ಹೊವ್ನ್ ಹೊತ್ತಿ, ತಸೆಹೊವ್ನ್ ಪಾವ್ಲುನ್ ಮಾಜ್ಯಾ ಭಾವಾನು ಮಿಯಾ ಫಾರಿಜೆವಾಂಚೊ! ಅನಿ ಮಾಜೊ ಬಾಬಾಬಿ ಫಾರಿಜೆವಾಂಚೊ ಮರಲ್ಲೆ ಪರ್ತುನ್ ಝಿತ್ತೊ ಹೊತ್ಯಾತ್ ಮನ್ತಲೆ ಮಿಯಾ ವಿಶ್ವಾಸ್ ಕರ್‍ತಲ್ಯಾ ಸಾಟ್ನಿ ಹಿತ್ತೆ ಝಡ್ತಿ ಕರ್‍ತಲ್ಯಾಕ್ಡೆ ಪಾವ್ಲಾ,ಮನುನ್ ಮೊಟ್ಯಾನ್ ಬೊಬ್ ಮಾರುನ್ ಸಾಂಗ್ಲ್ಯಾನ್.