Acts 23:7 — Compare Translations

7 translations compared side by side

Odia - 1840
"ପାଉଲ ଏପରି କହିବା ମାତ୍ ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧିଅରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳ ରେ ଭାଗ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ ଘଟିଲା, ଆଉ ସଭାରେ ଦଳଭେଦ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଭିତରେ ଦଳଗତ ବିଭେଦ ସୃଷ୍ଟି ହେଲା ଏବଂ ସେ ଠିକ୍ ଏ କଥା କହିବା ସଙ୍ଗେ ସଙ୍ଗେ ଫାରୁଶୀ ଓ ସାଦ୍ଦୁକୀମାନଙ୍କ ମଧ୍ୟରେ କଳହ ଆରମ୍ଭ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಬೊಬ್ ಮಾರುನ್ ಸಾಂಗಲ್ಲೆ ತನ್ನಾ, ಫಾರಿಜೆವಾಕ್ನಿ ಅನಿ ಸಾದುಸೆವಾಕ್ನಿ ಮೊಟೊ ಬೊಲ್ಯ್ನಾಚೊ ಝಗ್ಡೊ ಹೊಲೊ, ತಾಂಡ್ಯಾತ್ ಭೆದ್ಭಾಬ್ ಹೊಲೊ.