Acts 23:8 — Compare Translations

7 translations compared side by side

Odia - 1840
"ସାଦ୍ଦୁକୀମାନେ ବିଶ୍ବାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁତ୍ଥାନ ହୁଏ ନାହିଁ କି କୌଣସି ସ୍ବର୍ଗଦୂତ କିଅବା ଆତ୍ମା କହେି ନାହାଁନ୍ତି। କିନ୍ତୁ ଫାରୁଶୀମାନେ ଏ ଦୁଇଟି ବିଷୟକୁ ବିଶ୍ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ ନାହିଁ, କିମ୍ଵା ଦୂତ ଅବା ଆତ୍ମା ନାହିଁ ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ଵୀକାର କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
(କାରଣ ସାଦ୍ଦୁକୀମାନଙ୍କ ମତରେ ମୃତମାନଙ୍କ ପୁନରୁତ୍ଥାନ ନାହିଁ, ସ୍ୱର୍ଗଦୂତ ବା ଆତ୍ମାମାନଙ୍କର ଅସ୍ତିତ୍ୱ ନାହିଁ; କିନ୍ତୁ ଫାରୁଶୀମାନେ ଏହି ତିନୋଟି ବିଷୟରେ ବିଶ୍ୱାସ କରନ୍ତି।)
Odia Bible ERV 2004 (ପବିତ୍ର ବାଇବଲ)
ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାଁନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮರಲ್ಲೆ ಪರ್ತುನ್ ಝಿತ್ತೆ ಹೊತಲ್ಲೆ ನಾ,ಅನಿ ದೆವ್‍ದುತಾ ಹೊಂವ್ದಿ,ಆತ್ಮೆ ಹೊಂವ್ನ್ದಿತ್ ನಾ ಮನ್ತಲೊ ಸಾದುಸೆವಾಂಚೊ ವಿಶ್ವಾಸ್, ಅನಿ ಫಾರಿಜೆವಾ ಹ್ಯಾ ತಿನಾಕ್ ಬಿ ವಿಶ್ವಾಸ್ ಕರ್ತಾತ್.