Acts 23:9 — Compare Translations

7 translations compared side by side

Odia - 1840
"ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତଜେଣ ବ୍ଯବସ୍ଥା ଶିକ୍ଷକ ଠିଆ ହାଇେ ପାଉଲଙ୍କ ସପକ୍ଷ ରେ ୟୁକ୍ତି କଲେ। ସମାନେେ କହିଲେ, ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉନାହୁଁ। ହୁଏତ କୌଣସି ଆତ୍ମା କି ସ୍ବର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀ-ମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ବାଗ୍ଯୁଦ୍ଧ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ଵା କୌଣସି ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କର ହଟ୍ଟଗୋଳ ବଢ଼ିବାକୁ ଲାଗିଲା ଓ ଫାରୁଶୀମାନଙ୍କ ଦଳର କେତେକ ଧର୍ମଗୁରୁ ଠିଆ ହୋଇ ତୀବ୍ର ପ୍ରତିବାଦ ଜଣାଇ କହିଲେ, “ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ପାଉନାହୁଁ! ନିଶ୍ଚିତଭାବେ ତାଙ୍କ ସହିତ ଜଣେ ଆତ୍ମା ବା ସ୍ୱର୍ଗଦୂତ କଥା କହିଥିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତେଜଣ ବ୍ୟବସ୍ଥା ଶିକ୍ଷକ ଠିଆ ହୋଇ ପାଉଲଙ୍କ ସପକ୍ଷରେ ଯୁକ୍ତି କଲେ। ସେମାନେ କହିଲେ, “ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉ ନାହୁଁ। ହୁଏତ କୌଣସି ଆତ୍ମା କି ସ୍ୱର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହୋଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಲೈ ಆವಾಜ್ ಹೊಲೊ, ಫಾರಿಜೆವಾಂಚ್ಯಾ ತಾಂಡಾತ್ಲಿ ಥೊಡಿ ಲೊಕಾ ಧರ್ಮ ಶಿಕಾಪಾ ಕರ್ತಲೆ ಉಟುನ್ ಇಬೆ ರಾವ್ನ್ ಹ್ಯಾ ಮಾನ್ಸಾಕ್ಡೆ ಅಮ್ಕಾ ಕಾಯ್ಬಿ ಚುಕ್‍ ದಿಸುನ್ ಯೆಯ್ನಾ ಹೊಲಾ! ಕಾಯ್ಕಿ ತೆಚ್ಯಾ ವಾಂಗ್ಡಾ ಬೊಲುಕ್ ಫಿರೆ ಮನುನ್ ವಾದ್ ಕರ್‍ಲ್ಯಾನಿ.