Acts 24:1 — Compare Translations

7 translations compared side by side

Odia - 1840
"ମହାୟାଜକ ହନାନିୟ ପାଞ୍ଚଦିନ ପରେ କତକେ ୟିହୁଦୀୟ ନେତା ଓ ତତ୍ତୁର୍ଲ୍ଲ ନାମକ ଜଣେ ଓକିଲଙ୍କୁ ନଇେ କାଇସରୀଆ ରେ ପହନ୍ଚିଲେ। ସଠାେରେ ସମାନେେ ରାଜ୍ଯପାଳଙ୍କ ସାମନା ରେ ପାଉଲଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଞ୍ଚ ଦିନ ପରେ ପ୍ରଧାନ ଯାଜକ ଆନାନୀୟ କେତେକ ଇହୁଦୀ ନେତା ଓ ତର୍ତ୍ତୁଲସ୍ ନାମକ ଜଣେ ଓକିଲଙ୍କ ସହିତ ସିସେରିଆକୁ ଗଲେ। ସେମାନେ ଫେଲିକ୍ସ୍ଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ପେଶ୍ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଉପରେ ଯିହୂଦୀମାନଙ୍କର ଅଭିଯୋଗ ମହାଯାଜକ ହନାନିୟ ପାଞ୍ଚ ଦିନ ପରେ କେତକ ଯିହୂଦୀୟ ନେତା ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କୁ ନେଇ କାଇସରୀଆରେ ପହଞ୍ଚିଲେ। ସେଠାରେ ସେମାନେ ରାଜ୍ୟପାଳଙ୍କ ସାମନାରେ ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକୀଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಚ್ ದಿಸಾ ಕಳದ್ದ್ಯಾ ಮಾನಾ ಮುಖ್ಯ್ ಯಾಜಕ್ ಅನನಿಯಾ, ಜುದೆವಾಂಚ್ಯಾ ಜಾನ್ತ್ಯಾ ಮುಖಂಡಾಕ್ನಿ ಉಲ್ಲ್ಯಾ ಲೊಕಾಕ್ನಿ ಅನಿ ತೆರ್ತುಲ್ ಮನ್ತಲ್ಯಾ ವಕಿಲಾಕ್ ಬಲ್ವುನ್ ಘೆವ್ನ್ ರಾಜ್ಯ್ ಪಾಲಾಕ್ಡೆ ಪಾವ್ಲುಚೆರ್ ಚುಕ್ ಸಾಂಗುಚೆ ಮನುನ್ ಯೆಲ್ಯಾನಿ.