Acts 24:10 — Compare Translations

7 translations compared side by side

Odia - 1840
"ରାଜ୍ଯପାଳ ଯେତବେେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତବେେଳେ ପାଉଲ ଉତ୍ତର ଦଇେ କହିଲେ, ମୁଁ ଜାଣେ ଯେ ଆପଣ ଅନକେ ବର୍ଷ ଧରି ଏ ଜାତିର ବିଚ଼ାରକର୍ତ୍ତା ଭାବରେ କାର୍ୟ୍ଯ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖ ରେ ମୁଁ ଆନନ୍ଦ ରେ ମାରେ ପକ୍ଷସମର୍ଥନ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ, ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷସମର୍ଥନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ରାଜ୍ୟପାଳ ପାଉଲଙ୍କୁ କଥା କହିବା ପାଇଁ ଇଙ୍ଗିତ ଦେବାରୁ ପାଉଲ କହିଲେ: “ମୁଁ ଜାଣେ ଯେ ବହୁ ବର୍ଷ ଧରି ଆପଣ ଏହି ଜାତିର ବିଚାରପତି ହୋଇଛନ୍ତି, ତେଣୁ ଆପଣଙ୍କ ସମ୍ମୁଖରେ ଆତ୍ମସମର୍ଥନ କରିବା ମୋ’ ପକ୍ଷରେ ସୌଭାଗ୍ୟଜନକ।
Odia Bible ERV 2004 (ପବିତ୍ର ବାଇବଲ)
ଫେଲୀ‌କ୍‌ସ ଆଗରେ ଗଲେ ନିଜକୁ ବଞ୍ଚାଇଲେ ରାଜ୍ୟପାଳ ଯେତେବେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତେବେଳେ ପାଉଲ ଉତ୍ତର ଦେଇ କହିଲେ, “ମୁଁ ଜାଣେ ଯେ ଆପଣ ଅନେକ ବର୍ଷ ଧରି ଏ ଜାତିର ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖରେ ମୁଁ ଆନନ୍ଦରେ ମୋର ପକ୍ଷସମର୍ଥନ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಾಜ್ಯ್ ಪಾಲಾನ್ ಪಾವ್ಲುಕ್ ಸೊನ್ನಾಯ್ ಕರುನ್ ಬೊಲುಕ್ ಲಾವ್ಲ್ಯಾನ್, ತನ್ನಾ ಪಾವ್ಲುನ್ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್: ರಾಜ್ಯ್ ಪಾಲ್ ಫೆಲಿಕ್ಸಾ, ತಿಯಾ ಲೈ ವರ್ಸಾಂಚ್ಯಾಕ್ನಾ ಹ್ಯಾ ದೆಶ್ಯಾಕ್ ಝಡ್ತಿ ಕರ್‍ತಲೊ ಹೊವ್ನ್ ಹಾಸ್ ಮನ್ತಲೆ ಮಾಕಾ ಗೊತ್ತ್ ಹಾಯ್, ತಸೆ ಹೊವ್ನ್, ಮಿಯಾ ಮಾಜ್ಯಾ ಬಚಾವಾ ಸಾಟ್ನಿ ತುಜ್ಯಾ ಇದ್ರಾಕ್ ವಾದ್ ಕರ್ತಾ.