Acts 24:11 — Compare Translations
7 translations compared side by side
Odia - 1840
"ଆପଣ ନିଜେ ଜାଣି ପାରିବେ ଯେ ମୁଁ କବେଳେ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ୟିରୁଶାଲମ ରେ ପହଞ୍ଚିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଯେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆପଣ ନିଜେ ଅନୁସନ୍ଧାନ କରି ଜାଣିପାରିବେ ଯେ, ପ୍ରାୟ ବାର ଦିନ ତଳେ ମୁଁ ଯିରୂଶାଲମକୁ ଉପାସନା କରିବାକୁ ଯାଇଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
Odia IRV 2017 (ଓଡିଆ ବାଇବେଲ)
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಆರಾದನ್ ಕರುಕ್ ಸಾಟ್ನಿ ಜೆರುಸಜಲೆಮಾಕ್ ಗೆಲ್ಲೆ ಬಾರಾದಿಸಾ ತವ್ಡೆಚ್ ಮನ್ತಲೆ ತುಕಾಚ್ ಗೊತ್ತ್.