Acts 24:13 — Compare Translations

7 translations compared side by side

Odia - 1840
"ଏହି ଲୋକମାନେ ମାେ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସମାନେେ ଦଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୋ’ ବିରୁଦ୍ଧରେ ବର୍ତ୍ତମାନ ଆଣିଥିବା ଅଭିଯୋଗଗୁଡ଼ିକ ପାଇଁ ସେମାନେ ପ୍ରମାଣ ଦେଇପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಾಜ್ಯಾ ವರ್‍ತಿ ತೆನಿ ಸಾಂಗುಲಾಗಲಿ ಚುಕ್ ಖರೆ ಕರುನ್ ತುಜ್ಯಾ ಫಿಡ್ಯಾತ್ ದಾಕ್ವುಕ್ ಹೊಯ್ನಾ.