Acts 24:15 — Compare Translations

7 translations compared side by side

Odia - 1840
"ଏହି ବ୍ଯକ୍ତିମାନଙ୍କ ଭଳି, ମୁଁ ମଧ୍ଯ ପରମେଶ୍ବରଙ୍କଠା ରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ଵରଙ୍କଠାରେ ସେହିପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ଵୀକାର କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନଙ୍କ ଭଳି ପ୍ରଭୁଙ୍କଠାରେ ମୋର ସେହି ଏକ ଭରସା ଯେ, ଭଲ ଓ ଖଳ ଲୋକ ସମସ୍ତେ ମୃତ୍ୟୁରୁ ଉତ୍ଥିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಲೊಕಾಕ್ನಿ ದೆವಾಚೆರ್ ಹೊತ್ತೊ ಬರೊಸೊಚ್ ಮಾಕಾಬಿ ಹಾಯ್, ನಿತಿವಂತ್ ಹೊತ್ಯಾಕ್ನಿಬಿ ಅನಿ ನಿತಿವಂತ್ ನ್ಹಯ್ ಅಸಲ್ಲ್ಯಾಕ್ನಿ ಬಿ ಪರ್ತುನ್ ಜಿವ್ ಹೊತಲೆ ಹಾಯ್ ಮನ್ತಲೊಚ್ ತೊ ಬರೊಸೊ.