Acts 24:16 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଈଶ୍ୱର ଓ ମନୁଷ୍ୟ ସାକ୍ଷାତରେ ନିର୍ମଳ ବିବେକ ଅନୁଯାୟୀ ଆଚରଣ କରିବା ପାଇଁ ମୁଁ ସର୍ବଦା ପ୍ରାଣପଣ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
Odia IRV 2017 (ଓଡିଆ ବାଇବେଲ)
ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಹೊತಾ ತವ್ಡೆ ಮಿಯಾ ಸಮಾ ಮನುನ್ ವಿಶ್ವಾಸ್ ಕರಲೆಚ್ ದೆವಾಚ್ಯಾ ಇದ್ರಾಕ್ ಅನಿ ಮಾನ್ಸಾಂಚ್ಯಾ ಇದ್ರಾಕ್ ಬರೆ ಕರುಚೆ ಮನುನ್ ಮಿಯಾ ದಾಕ್ವುಕ್ ದಿವ್ಕ್ ಪ್ರಯತ್ನ್ ಕರ್‍ತಾ.