Acts 24:17 — Compare Translations
7 translations compared side by side
Odia - 1840
"ମୁଁ ବହୁତ ବର୍ଷ ପର୍ୟ୍ଯନ୍ତ ୟିରୂଶାଲମରୁ ଦୂର ରେ ଥିଲି। ତା'ପରେ ମାେ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାୟ୍ଯ ଦବୋ ପାଇଁ ଓ ପରମେଶ୍ବରଙ୍କ ପାଖ ରେ ଦାନ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ଫରେିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ ଆଣିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଅନେକ ବର୍ଷ ଧରି ଯିରୂଶାଲମରୁ ଦୂରରେ ରହିବା ପରେ, ମୋ’ ନିଜ ଲୋକମାନଙ୍କ ପାଇଁ କିଛି ଅର୍ଥ ନେବାକୁ ଓ ବଳିଦାନ ଉତ୍ସର୍ଗ କରିବା ପାଇଁ ମୁଁ ସେଠାକୁ ଯାଇଥିଲି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା’ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
Odia IRV 2017 (ଓଡିଆ ବାଇବେଲ)
ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಲೈ ವರ್ಸಾಕ್ನಾ ಜೆರುಜಲೆಮಾತ್ ನತ್ತೊ ಮಾನಾ ಲೊಕಾಕ್ನಿ ಪೈಸೊ ಅನಿ ಆಯಾರಾ ದಿವ್ಕ್ ಮನುನ್ ಜರುಜಲೆಮಾಕ್ ಪರ್ತುನ್ ಗೆಲೊ.