Acts 24:18 — Compare Translations

7 translations compared side by side

Odia - 1840
"ମୁଁ ମନ୍ଦିର ରେ ନିଜକୁ ଶୁଚ଼ି କରିବାକୁ ଯାଇଥିଲି। ଶୁଚ଼ିକରଣ ଉତ୍ସବ ସରିଗଲାପରେ କେତକେ ଯିହୂଦୀମାନେ ସଠାେରେ ମାେତେ ଦେଖିଲେ। ମୁଁ ସଠାେରେ କୌଣସି ଗଣ୍ଡଗୋଳ ସୃଷ୍ଟି କରିନାହିଁ କି ମାେ ସହିତ କୌଣସି ଲୋକ ମଧ୍ଯ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଥିଲେ; ମୁଁ କୌଣସି ଜନତା କିମ୍ଵା ଗଣ୍ତଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୁଦୀ ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଶୁଚିକରଣ ବିଧି ଶେଷ କରୁଥିବା ସମୟରେ ସେମାନେ ମୋତେ ମନ୍ଦିରରେ ଦେଖିଲେ। ସେତେବେଳେ ମୋ’ ନିକଟରେ ଜନସମାବେଶ ନ ଥିଲା କିମ୍ବା କୌଣସି ବିଶୃଙ୍ଖଳା ସୃଷ୍ଟି ହୋଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମନ୍ଦିରରେ ନିଜକୁ ଶୁଚି କରିବାକୁ ଯାଇଥିଲି। ଶୁଚିକରଣ ଉତ୍ସବ ସରିଗଲାପରେ କେତେକ ଯିହୂଦୀମାନେ ସେଠାରେ ମୋତେ ଦେଖିଲେ। ମୁଁ ସେଠାରେ କୌଣସି ଗଣ୍ଡଗୋଳ ସୃଷ୍ଟି କରି ନାହିଁ କି ମୋ’ ସହିତ କୌଣସି ଲୋକ ମଧ୍ୟ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୂଦୀ ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಹೆ ಕಾಮಾ ಕರಿತ್ ರಾತಾನಾ ಥೊಡ್ಯಾ ಲೊಕಾನಿ ಮಾಕಾ ದೆವಾಚ್ಯಾ ಗುಡಿತ್ ಬಗ್ಲ್ಯಾನಿ, ಕಶೆ ನಿತಳ್ ರಾವ್ಚೆ ಮನುನ್ ಮಿಯಾ ಸಾಂಗಲೊ ಕಸ್ಲೊ ಧಾಂದಲ್ ಬಿ ಕರುಕ್ ನತ್ತೊ. ಮಾಜ್ಯಾ ಅಜುಭಾಜುಕ್ ಖಲಿಬಿ ಲೊಕಾ ನತ್ತಿ.