Acts 24:2 — Compare Translations
7 translations compared side by side
Odia - 1840
"ତେଣୁ ପାଉଲଙ୍କୁ ଡ଼କା ହେଲା। ତତ୍ତୁର୍ଲ୍ଲ ତାହାଙ୍କ ବିରୁଦ୍ଧ ରେ ଅଭିଯୋଗ କରି କହିଲେ, ହେ ମହାମାନ୍ଯ ଫଲେିକ୍ସ! ଆମ୍ଭ ଲୋକମାନେ ଆପଣଙ୍କ ସକାେଶ ବହୁତ ଶାନ୍ତି ରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ଯବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗଁୁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ୟ୍ଯ ହାଇପୋରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ଵାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି ଆପଣଙ୍କର ପରିଣାମଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ପାଉଲଙ୍କୁ ସେଠାରେ ଉପସ୍ଥିତ କରାଗଲା ଏବଂ ତର୍ତ୍ତୁଲସ୍ ନିମ୍ନୋକ୍ତଭାବେ ତାଙ୍କର ଅଭିଯୋଗଗୁଡ଼ିକ ଦର୍ଶାଇଲେ: “ମହାଭାଗ, ଆପଣଙ୍କ ବିଜ୍ଞ ନେତୃତ୍ୱ ଦ୍ୱାରା ଆମେ ଦୀର୍ଘ ଦିନ ଧରି ଶାନ୍ତିରେ ବାସ କରୁଅଛୁ ଓ ଆମ ଦେଶର ମଙ୍ଗଳ ନିମନ୍ତେ ଅନେକ ସଂସ୍କାରମୂଳକ କାର୍ଯ୍ୟ କରାଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପାଉଲଙ୍କୁ ଡକା ହେଲା। ତର୍ତ୍ତୁଲ୍ଲ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ, “ହେ ମହାମାନ୍ୟ ଫେଲୀକ୍ସ! ଆମ୍ଭ ଲୋକମାନେ ଆପଣଙ୍କ ସକାଶେ ବହୁତ ଶାନ୍ତିରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ୟବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗୁଁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ଯ୍ୟ ହୋଇ ପାରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಕ್ ತಾಂಡ್ಯಾತ್ ಬಲ್ವುನ್ ಹಾನಲ್ಯಾ ತನ್ನಾ ತೆರ್ತುಲ್ಲಾ ಮನ್ತಲೊ ಅಪ್ಲಿ ಚಾಡಿಯಾ ಸಾಂಗುಕ್ ಲಾಗ್ಲೊ; ಮೊಟೊ ರಾಜಾ ಹೊಲ್ಲ್ಯಾ ಫೆಲಿಕ್ಸಾ ತುಜ್ಯಾ ವೈನಾ ಅಮ್ಚಿ ಲೊಕಾ ಸಗ್ಳ್ಯಿ ಶಾಂತ್ ಪಾನಾನ್ ಜಿವನ್ ಕರುಲ್ಲಾತ್ ತಿಯಾ ಬುದ್ದ್ ವಾಪ್ರುನ್ ಅಮ್ಚ್ಯಾ ದೆಶ್ಯಾತ್ಲಿ ಹಾಳ್ ಹೊಲ್ಲಿ ಸಗ್ಳ್ಯಿ ಪರಿಸ್ಥಿತಿ ಸಮಾ ಕರ್ಲೆಯ್.