Acts 24:21 — Compare Translations
7 translations compared side by side
Odia - 1840
"ମୁଁ କବଳେ ଗୋଟିଏ କଥା ସମାନଙ୍କେ ମଧିଅରେ ଠିଆ ହାଇେ ଜାରେ ରେ କହିଥିଲି ଯେ, 'ମୃତ୍ଯୁରୁ ଲୋକମାନଙ୍କର ପୁନରୁତ୍ଥାନ ହବେ ବୋଲି ବିଶ୍ବାସ କରୁଥିବାରୁ ମାରେଆଜି ସଭା ସମ୍ମୁଖ ରେ ବିଚ଼ାର ହେଉଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି, ତାହା ଏମାନେ ନିଜେ କହନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ମୁଁ ଗୋଟଏ କଥା କରିଥିଲି: ସେମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ସମୟରେ ମୁଁ ଦୃଢ଼ଭାବେ କହିଥିଲି, ‘ମୃତମାନେ ପୁନର୍ଜୀବିତ ହେବେ ବୋଲି ମୁଁ ବିଶ୍ୱାସ କରିଥିବାରୁ ଆଜି ଆପଣମାନଙ୍କ ଦ୍ୱାରା ବିଚାରିତ ହେଉଛି’।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋର୍ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁତ୍ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಂಚ್ಯಾ ಇದ್ರಾಕ್ ಇಬೆ ರಾತಾನಾ, “ಮರಲ್ಯಾಕ್ನಿ ಪರ್ತುನ್ ಜಿವ್ ಹೊತಲೆ ಹಾಯ್ ಮನುನ್ ಮಿಯಾ ವಿಶ್ವಾಸ್ ಕರಲ್ಲ್ಯಾ ಸಾಟ್ನಿ ಹಿತ್ತೆ ಝಡ್ತಿ ಕರುನ್ಗೆವ್ಕ್ ಗುರಿ ಹೊಲೊ! ಮನ್ತಲಿ ಎಕುಚ್ ಸಂಗತ್ ಮಿಯಾ ಮೊಟ್ಯಾನ್ ಸಾಂಗ್ಲೊ”