Acts 24:22 — Compare Translations
7 translations compared side by side
Odia - 1840
"ଫଲେୀକ୍ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟ ରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, ସନୋଧ୍ଯକ୍ଷ ଲୂସିଯା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଚ଼ାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫେଲିକ୍ସ୍ ଉକ୍ତ ମାର୍ଗ ବିଷୟରେ ଭଲ ରୂପେ ଜାଣିଥିବାରୁ ଶୁଣାଣି ବନ୍ଦ କରି କହିଲେ, “ସେନାଧ୍ୟକ୍ଷ ଲିସୀଅସ୍ ପହଞ୍ଚିବା ପରେ ମୁଁ ତୁମ ମାମଲା ନିଷ୍ପତ୍ତି କରିବି।’
Odia Bible ERV 2004 (ପବିତ୍ର ବାଇବଲ)
ଫେଲୀକ୍ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, “ସେନାଧ୍ୟକ୍ଷ ଲୂସିୟା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଗ୍ଭର କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫೆಲಿಕ್ಸಾನ್ ಜೆಜುಚ್ಯಾ ವಾಟೆಚ್ಯಾ ವಿಶಯಾಚ್ಯಾ ಅದ್ದಿಚ್ ಪಾಜೆ ತವ್ಡೆ ಅರ್ಥ್ ಕರುನ್ ಘೆಟಲ್ಯಾನ್ ಅನಿ ತೆನಿ ಇಚಾರ್ನೆ ಹೊತಲೆ ಅರ್ದ್ಯಾಕುಚ್ ಇಬೆಕರುನ್ “ಸೈನಿಕಾಂಚೊ ಮುಖಂಡ್ ಲುಸಿಯಾ ಹಿತ್ತೆ ಯೆಲ್ಲ್ಯಾ ತನ್ನಾ ಮಿಯಾ ನಿರ್ದಾರ್ ಕರ್ತಾ” ಮನುನ್ ಸಾಂಗ್ಲ್ಯಾನ್.