Acts 24:23 — Compare Translations
7 translations compared side by side
Odia - 1840
"ଫଲେିକ୍ସ୍ ଶତ ସନୋପତିଙ୍କ ଜିମା ରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀ ରେ ରଖି କିଛି ସ୍ବାଧୀନତା ଦବୋ ପାଇଁ ମଧ୍ଯ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ଯକୀୟ ଜିନିଷ ନଇେ ଆସନ୍ତି, ତବେେ ସମାନଙ୍କେୁ ବାଧା ନଦବୋ ନିମନ୍ତେ ମଧ୍ଯ ସେ ସହେି ଶତ ସନୋପତିଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ଵଜନଙ୍କୁ ତାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି ତାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କୁ ବନ୍ଦୀ କରି ରଖିବାକୁ ସେ ସୈନ୍ୟମାନଙ୍କୁ ଆଦେଶ ଦେଲେ, କିନ୍ତୁ ତାଙ୍କ ପ୍ରତି କଟକଣା କୋହଳ କରି ତାଙ୍କର ପରିଚର୍ଯ୍ୟା କରିବା ପାଇଁ ତାଙ୍କ ବନ୍ଧୁମାନଙ୍କୁ ଅନୁମତି ଦେବାକୁ ସେ ନିର୍ଦ୍ଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଫେଲୀକ୍ସ୍ ଶତସେନାପତିଙ୍କ ଜିମାରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀରେ ରଖି କିଛି ସ୍ୱାଧୀନତା ଦେବା ପାଇଁ ମଧ୍ୟ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ୟକୀୟ ଜିନିଷ ନେଇ ଆସନ୍ତି, ତେବେ ସେମାନଙ୍କୁ ବାଧା ନ ଦେବା ନିମନ୍ତେ ମଧ୍ୟ ସେ ସେହି ଶତସେନାପତିଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାଙ୍କୁ ବନ୍ଦୀରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಕ್ ರಾಕುಕ್ ಥವ್ಚೆ ಮನುನ್ ತೆನಿ ಸಾಂಗ್ಲ್ಯಾನ್, ಖರೆ ಪಾವ್ಲುಚ್ಯಾ ವಾಂಗ್ಡಿಯಾಕ್ನಿ ತೆಕಾ ಪಾಜೆ ಹೊಲ್ಲಿ ವಸ್ತಾ ಹಾನುನ್ ದಿವ್ಕ್ ಅವ್ಕಾಸ್ ದಿವ್ಚೆ ಮನುನ್ ತೆನಿ ಅದಿಕಾರಾನ್ ಸಾಂಗ್ಲ್ಯಾನ್.