Acts 24:25 — Compare Translations
7 translations compared side by side
Odia - 1840
"କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୀତ ହୋଇ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେତେବେଳେ ପାଉଲ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ଦିନ କଥା ଆଲୋଚନା କଲେ, ଫେଲିକ୍ସ୍ ଭୟଭୀତ ହୋଇ କହିଲେ, “ତୁମେ ବର୍ତ୍ତମାନ ଯାଇପାର। ସୁଯୋଗ ପାଇଲେ, ଆଉ ଥରେ ତୁମକୁ ଡକାଇବି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାଉଲ ଯେତେବେଳେ ଧାର୍ମିକ ଜୀବନ, ଆତ୍ମସଂଯମ ଓ ଆଗାମୀ ବିଗ୍ଭର ବିଷୟରେ କହିଲେ, ସେତେବେଳେ ଫେଲୀକ୍ସ୍ ଭୟଭୀତ ହୋଇଗଲେ। ଫେଲୀକ୍ସ୍ କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ। ମୋର ସମୟ ହେଲେ ମୁଁ ତୁମ୍ଭକୁ ଡାକିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಾವ್ಲು ಥೈತ್ನಾ ಜಾವ್ನ್ ಖರೆಪಾನಾಚ್ಯಾ ವಿಶಯಾತ್ ಚರ್ಚಾ ಕರುನ್ ಸ್ವನಿಯಂತ್ರನ್ ಅನಿ ಪಿಡೆ ಯೆತಲ್ಲ್ಯಾ ಝಡ್ತಿಚ್ಯಾ ದಿಸಾಚ್ಯಾ ವಿಶಯಾತ್ ಬೊಲ್ತಾನಾ ಫೆಲಿಕ್ಸಾನ್ ಭಿಂವ್ನ್, “ಅತ್ತಾ ತಿಯಾ ಜಾ! ಮಾಕಾ ಅವಕಾಸ್ ಗಾವಲ್ಲ್ಯಾ ತನ್ನಾ ತುಕಾ ಬಲ್ವುತಾ” ಮನುನ್ ಸಾಂಗ್ಲ್ಯಾನ್.