Acts 24:26 — Compare Translations

7 translations compared side by side

Odia - 1840
"କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ପାଉଲ ତାଙ୍କୁ ଅର୍ଥ ଦେବେ ବୋଲି ସେ ଆଶା କରୁଥିଲେ; ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ପାଉଲ ତାଙ୍କୁ କିଛି ଅର୍ଥ ଉକ୍ରୋଚ ଦେବେ ବୋଲି ସେ ଆଶା କରିଥିଲେ, ତେଣୁ ସେ ଥରକୁ ଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫେଲୀ‌କ୍‌ସ୍ ପାଉଲଙ୍କ ସହିତ କଥା ହେବାର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦେବେ। ତେଣୁ ସେ ପାଉଲଙ୍କୁ ଅନେକଥର ଡକାଇ କଥା ହେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ପାଉଲ ତାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುಕ್ನಾ ಅಪ್ನಾಕ್ ಪೈಸೆ ಗಾವ್ತಾ ಕಾಯ್ಕಿ ಮನುನ್ ತೆನಿ ಬರೊಸೊ ಕರುನ್ ಲೈಂದಾ ಪಾವ್ಲುಕ್ ಬಲ್ವುನ್ ತೆಚ್ಯಾ ವಾಂಗ್ಡಾ ಬೊಲ್ಯಾನ್.