Acts 24:27 — Compare Translations
7 translations compared side by side
Odia - 1840
"କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ଯପାଳ ହେଲେ। ଫଲେୀକ୍ସ୍ ଆଉ ରାଜ୍ଯପାଳ ପଦ ରେ ରହିଲେ ନାହିଁ। ତେଣୁ ଫଲେୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥା ରେ କାରାଗାର ରେ ରଖି ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟ, ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଦୁଇବର୍ଷ ଅତିବାହିତ ହେବା ପରେ ପୋର୍କିୟସ ଫେଷ୍ଟସ୍ ଫେଲିକ୍ସ୍ଙ୍କ ସ୍ଥାନରେ ରାଜ୍ୟପାଳ ରୂପେ ନିଯୁକ୍ତ ହେଲେ। ଫେଲିକ୍ସ୍ ଇହୁଦୀମାନଙ୍କର ପ୍ରିୟ ପାତ୍ର ହେବା ପାଇଁ ଲାଳାୟିତ ଥିବାରୁ ପାଉଲଙ୍କୁ ମୁକ୍ତ ନ କରି କାରାଗାରରେ ଛାଡ଼ି ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ୟପାଳ ହେଲେ। ଫେଲୀକ୍ସ୍ ଆଉ ରାଜ୍ୟପାଳ ପଦରେ ରହିଲେ ନାହିଁ। ତେଣୁ ଫେଲୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥାରେ କାରାଗାରରେ ରଖି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୂଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೊನ್ ವರ್ಸಾ ಹೊಲ್ಲ್ಯಾ ಮಾನಾ ಫೆಲಿಕ್ಸಾಚ್ಯಾ ಬದ್ಲಾಕ್ ಪೊರ್ಸಿಯ್ ಫೆಸ್ತ್ ಮನ್ತಲೊ ರಾಜ್ಯಪಾಲ್ ಹೊವ್ನ್ ಯೆಲೊ ಖರೆ ಫೆಲಿಕ್ಸಾನ್ ಜುದೆವ್ ಲೊಕಾಕ್ನಿ ಮೆಚ್ಸುಕ್ ಮನುನ್ ಪಾವ್ಲುಕ್ ಬಂಧಿಖಾನ್ಯಾತುಚ್ ಸೊಡುನ್ ಗೆಲ್ಯಾನ್.