Acts 24:3 — Compare Translations
7 translations compared side by side
Odia - 1840
"ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ଯନ୍ତ କୃତଜ୍ଞ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବ ସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ଵୀକାର କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ସ୍ଥାନରେ ଓ ସବୁ ସମୟରେ ଆମେ ଏହାର ସ୍ୱାଗତ କରିଛୁ, ଆମେ ଆପଣଙ୍କ ନିକଟରେ ଗଭୀର ଭାବରେ କୃତଜ୍ଞ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ପୀକାର କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಹೆ ಸಗ್ಳೆ ಲೈ ಧನ್ಯಾವಾದಾಚೆ ಮನುನ್ ಸಗ್ಳ್ಯಾ ಜಾಗ್ಯಾರ್ಬಿ ಸಗ್ಳ್ಯಾ ಯೆಳಾರ್ಬಿ ಒಪ್ಪುನ್ ಘೆತಾಂವ್.