Acts 24:4 — Compare Translations
7 translations compared side by side
Odia - 1840
"ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନକରି, ସଂକ୍ଷପରେେ ଆମ୍ଭ କଥା କହିବି। ତେଣୁ ଆପଣ ର୍ଧୈୟ୍ଯ ଧରି ଆମ୍ଭ କଥା ଶୁଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟାଗୁଣରେ ଆମ୍ଭମାନଙ୍କର କେତୋଟି କଥା ଶ୍ରବଣ କରିବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ମୁଁ ଆପଣଙ୍କର ଅଧିକ ସମୟ ନେବାକୁ ଚାହେଁ ନାହିଁ, ତେଣୁ ଆପଣ ଦୟା କରି ଆମର ସଂକ୍ଷିପ୍ତ ବିବରଣୀ ଶୁଣିବା ପାଇଁ ମୋର ଅନୁରୋଧ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନ କରି, ସଂକ୍ଷେପରେ ଆମ୍ଭ କଥା କହିବି। ତେଣୁ ଆପଣ ଧୈର୍ଯ୍ୟ ଧରି ଆମ୍ଭ କଥା ଶୁଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଲାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ಲೈ ಯೆಳ್ ಕರಿನಸ್ತಾನಾ, ಥೊಡಿ ಗೊಸ್ಟಿಯಾ ಸಾಂಗ್ತಲೆ ಹಾಯ್ ದಯಾ ಕರುನ್ ತಾಳ್ಮೆನ್ ಆಯ್ಕಾ.