Acts 24:5 — Compare Translations
7 translations compared side by side
Odia - 1840
"ଏ ବ୍ଯକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧିଅରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ଯ ନେତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ଵରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲୋକଟା ଭୟଙ୍କର ଗଣ୍ଡଗୋଳିଆ ବୋଲି ଆମେ ଜାଣୁ; ସେ ପୃଥିବୀରେ ସବୁଆଡ଼େ ବୁଲି ଇହୁଦୀମାନଙ୍କୁ ଶାନ୍ତି ଭଙ୍ଗ କରିବାକୁ ମତାଉଛି। ସେ ନାଜରିତୀୟ ଦଳର ଜଣେ ନେତା।
Odia Bible ERV 2004 (ପବିତ୍ର ବାଇବଲ)
ଏ ବ୍ୟକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ସେ ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ୟ ନେତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಮಾನ್ಸಾಕ್ಡೆ ಅಮಿ ಅಪಾಯ್ ಹೊತ್ತೆ ಹಾಳ್ ಕರ್ತಲೆ ಬಗಲ್ಲ್ಯಾಂವ್, ಜಗಾತ್ ಜುದೆವಾಂಚಿ ಲೊಕಾ ಖೈಯ್ ರಾಲ್ಲ್ಯಾರ್ ಬಿ ಥೈ ಸಗ್ಳ್ಯಾಕ್ಡೆಬಿ ಹೆನಿ ದಾಂದಲ್ ಉಟ್ವಲ್ಲೆಚ್ ಹಾಯ್, ಅನಿ ಹೊ ನಜರೆನ್ ಮನ್ತಲ್ಯಾ ತಾಂಡ್ಯಾಚೊ ಮುಂಖಡ್ ಹೊವ್ನ್ ಹಾಯ್.