Acts 24:6 — Compare Translations

7 translations compared side by side

Odia - 1840
"ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ଯ ଚେ଼ଷ୍ଟା କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆମ ମନ୍ଦିରକୁ ଅପବିତ୍ର କରିବାକୁ ଚେଷ୍ଟା କଲାବେଳେ ଆମେ ତାକୁ ଗିରଫ କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣଙ୍କ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆ ನಸ್ತಾನಾ ಹ್ಯಾ ಮಾನ್ಸಾನ್ ದೆವಾಚ್ಯಾ ಗುಡಿತ್ ಅಶುದ್ದ್ ಕರುಕ್ ಕಟ್ಪಟ್ಲ್ಯಾನ್ ಖರೆ ಅಮಿ ಹೆಕಾ ಬಂಧಿ ಕರ್ಲ್ಯಾಂವ್.