Acts 24:7 — Compare Translations
6 translations compared side by side
Odia - 1840
"କିନ୍ତୁ ସତେିକି ବେଳେ ଆମ୍ଭେ ତାହାକୁ ଧରିନଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସହସ୍ରସେନାପତି ଲୂସିୟା ଆସି ଅତିଶୟ ବଳାତ୍କାରରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇ ନେଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେତିକିବେଳେ ଆମ୍ଭେ ତାହାକୁ ଧରିନେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସହସ୍ରସେନାପତି ଲୂସୀୟା ଆସି ଅତିଶୟ ଜୋର୍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲುಸಿಯಾ ಮನ್ತಲೊ ಶತಾಧಿಪತಿ ಯೆಲೊ, ಅನಿ ಮೊಟ್ಯಾ ತರಾಸಾಚ್ಯಾ ರಿತಿನ್ ತೆಕಾ ಅಮ್ಚ್ಯಾಕ್ನಾ ಬಲ್ವುನ್ ನ್ಹೆಲ್ಯಾನ್.