Acts 24:8 — Compare Translations

7 translations compared side by side

Odia - 1840
"ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧ ରେ କରଥିବା ସମସ୍ତେ ଅଭିଯୋଗର ସତ୍ଯାସତ୍ଯ ଜାଣି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ନିମନ୍ତେ ଆଜ୍ଞା ଦେଲେ ] । ଏହି ଯେସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଏହା ବିରୁଦ୍ଧରେ ଯେଉଁ ସବୁ ଅଭିଯୋଗ କରୁଛୁ, ତାହା ଆପଣ ନିଜେ ଏହି ଲୋକକୁ ଜେରା କରି ଜାଣିପାରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ । ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହି ସବୁ ଅବଗତ ହୋଇ ପାରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲುಸಿಯಾನ್ ತೆಚ್ಯಾ ವರ್‍ತಿ ಚುಕ್ ಸಾಂಗ್ಲ್ಯಾಕ್ನಿ ತುಜ್ಯಾ ಇದ್ರಾಕ್ ಯೆವ್ಕ್ ಹುಕುಮ್ ದಿಲ್ಲ್ಯಾನ್, ತಿಯಾಚ್ ಹೆಕಾ ಉಲ್ಲಿ ಪರಸ್ನೆ ಇಚಾರ್ ತನ್ನಾ ಹಿ ಸಂಗ್ತಿಯಾ ಖರಿ ಕಾಯ್ ಝುಟಿ ಕಾಯ್ ಮನ್ತಲೆ ತಿಯಾಚ್ ನಿರ್ದಾರ್ ಕರುಕ್ ಹೊತಾ.