Acts 24:9 — Compare Translations

7 translations compared side by side

Odia - 1840
"ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ଯ ବୋଲି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହିସମସ୍ତ କଥା ସତ୍ୟ ବୋଲି କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉପସ୍ଥିତ ଇହୁଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି ଦୃଢ଼ଭାବେ ସମର୍ଥନ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಯಾ ಜುದೆವಾಂಚ್ಯಾ ಲೊಕಾನಿ ತೆಚ್ಯಾ ವಾಂಗ್ಡಾ ಮಿಳುನ್ “ಹಿ ಸಂಗ್ತಿಯಾ ಖರೆಪಾನಾಚಿ ಹೊವ್ನ್ ಹಾತ್” ಮಟ್ಲ್ಯಾನಿ.