Acts 25:1 — Compare Translations
7 translations compared side by side
Odia - 1840
"ତା'ପରେ ଫେଷ୍ଟ ରାଜ୍ଯପାଳ ହେଲେ। ସେ ସହେି ପ୍ରଦେଶ ରେ ତିନି ଦିନ ରହିଲେ ଓ ତା'ପରେ କାଇସରୀଆରୁ ୟିରୂଶାଲମ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫେଷ୍ଟ ଅଧିପତିପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିଆରୁ ଯିରୂଶାଲମକୁ ଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଫେଷ୍ଟସ୍ ଏହି ପ୍ରଦେଶରେ ପହଞ୍ଚିବାର ତିନିଦିନ ପରେ ସିସେରିଆରୁ ଯିରୁଶାଲମକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର କାଇସରୀଆ ଦେଖିବା ଇଚ୍ଛା ତା’ପରେ ଫେଷ୍ଟ ରାଜ୍ୟପାଳ ହେଲେ। ସେ ସେହି ପ୍ରଦେଶରେ ତିନି ଦିନ ରହିଲେ ଓ ତା’ପରେ କାଇସରୀଆରୁ ଯିରୁଶାଲମ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମ ସହରକୁ ଗଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମକୁ ଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫೆಸ್ತ್ ಮನ್ತಲೊ ರಾಜ್ಯ್ ಪಾಲ್ ಹೊವ್ನ್ ತಿನ್ ದಿಸಾ ಹೊಲ್ಲ್ಯಾ ಮಾನಾ ಸೆಜರೆಯಾತ್ನಾ ಜೆರುಜಲೆಮಾಕ್ ಗೆಲೊ.