Acts 25:10 — Compare Translations
7 translations compared side by side
Odia - 1840
"ପାଉଲ କହିଲେ, ମୁଁ ବର୍ତ୍ତମାନ କାଇସରଙ୍କ ବିଚ଼ାର ଆସନ ସମ୍ମୁଖ ରେ ଠିଆ ହାଇେଛି। ଏଠା ରେ ହିଁ ମାରେ ବିଚ଼ାର ହବେ। ମୁଁ ଯିହୂଦୀୟମାନଙ୍କ ପ୍ରତି ଯେ କୌଣସି ଭୁଲ କରି ନାହିଁ, ଏହା ଆପଣ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ । ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ କହିଲେ, “ମୁଁ ସମ୍ରାଟଙ୍କ ନିଜ ବିଚାରାଳୟ ସମ୍ମୁଖରେ ଛିଡ଼ା ହୋଇଛି। ଏହିଠାରେ ହିଁ ମୋର ବିଚାର ହେବା ଉଚିତ। ଆପଣ ନିଜେ ଭଲ ରୂପେ ଜାଣନ୍ତି ଯେ, ମୁଁ ଇହୁଦୀମାନଙ୍କ ବିରୁଦ୍ଧରେ କୌଣସି ଦୋଷ କରି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ କହିଲେ, “ମୁଁ ବର୍ତ୍ତମାନ କାଇସରଙ୍କ ବିଗ୍ଭର ଆସନ ସମ୍ମୁଖରେ ଠିଆ ହୋଇଛି। ଏଠାରେ ହିଁ ମୋର ବିଗ୍ଭର ହେବ। ମୁଁ ଯିହୂଦୀୟମାନଙ୍କ ପ୍ରତି କୌଣସି ଭୁଲ୍ କରି ନାହିଁ, ଏହା ଆପଣ ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ । ମୁଁ ଯିହୂଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್, “ಅತ್ತಾ ಮಿಯಾ ಸಿಸರಾಚ್ಯಾ ಝಡ್ತಿ ಕರ್ತಲ್ಯಾ ಜಾಗ್ಯಾಚ್ಯಾ ಫಿಡ್ಯಾತ್ ಇಬೆ ಹಾಯ್ ಮಾಕಾ ಹಿತ್ತೆಚ್ ನಿರ್ದಾರ್ ಹೊವ್ಚೆ ಮಿಯಾ ಜುದೆವಾಂಚ್ಯಾ ಲೊಕಾಕ್ನಿ ಕಾಯ್ಬಿ ಚುಕ್ ಕರುಕ್ನಾ ಹೆ ಖರೆಚ್ ಮನ್ತಲೆ ತುಕಾ ಅನಿ ತುಜ್ಯಾ ವಾಂಗ್ಡಿಯಾಕ್ನಿ ಲೈ ಬರೆ ಗೊತ್ತ್ ಹಾಯ್.