Acts 25:12 — Compare Translations
7 translations compared side by side
Odia - 1840
"ଫେଷ୍ଟ ତାହାଙ୍କ ପରାମର୍ଶ ଦାତାମାନଙ୍କ ସହିତ ଏ ବିଷୟ ରେ କଥା ହେଲେ। ସେ କହିଲେ, ତୁମ୍ଭେ କାଇସରଙ୍କ ନିକଟରେ ଆବଦନେ କରିଛ। ତେଣୁ ତୁମ୍ଭେ ତାହାଙ୍କ ନିକଟକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫେଷ୍ଟ ମନ୍ତ୍ରୀମଣ୍ତଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଫେଷ୍ଟସ୍ ତାଙ୍କର ସଭାସଦ୍ମାନଙ୍କ ସହିତ ପରାମର୍ଶ କରି ଉତ୍ତର ଦେଲେ, “ତୁମେ ସମ୍ରାଟଙ୍କଠାରେ ଆବେଦନ କରିଛ, ତେଣୁ ତୁମେ ସମ୍ରାଟଙ୍କ ନିକଟକୁ ଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ଫେଷ୍ଟ ତାହାଙ୍କ ପରାମର୍ଶ ଦାତାମାନଙ୍କ ସହିତ ଏ ବିଷୟରେ କଥା ହେଲେ। ସେ କହିଲେ, “ତୁମ୍ଭେ କାଇସରଙ୍କ ନିକଟରେ ଆବେଦନ କରିଛ। ତେଣୁ ତୁମ୍ଭେ ତାହାଙ୍କ ନିକଟକୁ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫೆಸ್ತಾನ್ ಅಪ್ನಾಕ್ ಸಲಹಾ ದಿತಲ್ಯಾಂಚ್ಯಾಕ್ನಾ ಹೆಚ್ಯಾ ವಿಶಯಾತ್ ಬೊಲ್ಲ್ಯಾನ್, ಅನಿ ತಿಯಾ ಮಾಜಿ ವಿಶಯಾತ್ ಸಿಸರಾಚ್ ಸಮಾ ಕರುಂದಿತ್ ಮನುನ್ ಸಾಂಗಲ್ಲ್ಯಾ ಸಾಟ್ನಿ ತುಕಾ ತೆಜ್ಯಾಕ್ಡೆಚ್ ಧಾಡುನ್ ದಿತಾ ಮಟ್ಲ್ಯಾನ್.