Acts 25:15 — Compare Translations
7 translations compared side by side
Odia - 1840
"ମୁଁ ୟିରୂଶାଲମ ରେ ରହିବା ସମୟରେ ମୁଖ୍ଯ ଯାଜକମାନେ ଓ ଯିହୂଦୀମାନଙ୍କ ପ୍ରାଚୀନମାନେ ମାେ ନିକଟରେ ତା ବିରୁଦ୍ଧ ରେ ଅଭିଯୋଗ କରିଥିଲେ। ସମାନେେ ତାର ମୃତ୍ଯୁ ଦଣ୍ଡ ଚ଼ାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯିରୂଶାଲମରେ ଥିବା ସମୟରେ ଯିହୁଦୀ-ମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋʼ ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ତାଜ୍ଞା ପ୍ରାର୍ଥନା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେତେବେଳେ ଯିରୂଶାଲମକୁ ଯାଇଥିଲି, ଇହୁଦୀ ପ୍ରଧାନ ଯାଜକ ଓ ଧର୍ମ ନେତାମାନେ ତା’ ବିରୁଦ୍ଧରେ କେତେକ ଅଭିଯୋଗ ଆଣିଲେ ଓ ମୋତେ ତାକୁ ଦୋଷୀ ସାବ୍ୟସ୍ତ କରିବାକୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିରୁଶାଲମରେ ରହିବା ସମୟରେ ମୁଖ୍ୟ ଯାଜକମାନେ ଓ ଯିହୂଦୀମାନଙ୍କ ପ୍ରାଚୀନମାନେ ମୋ’ ନିକଟରେ ତା’ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସେମାନେ ତା’ର ମୃତ୍ୟୁଦଣ୍ଡ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯିରୂଶାଲମରେ ଥିବା ସମୟରେ ଯିହୂଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಜೆರುಜಲೆಮಾಕ್ ಗೆಲ್ಲ್ಯಾ ತನ್ನಾ ಮೊಟ್ಯಾ ಯಾಜಕಾನಿ, ಅನಿ ಜುದೆವಾಂಚ್ಯಾ ಜಾನ್ತ್ಯಾ ಮುಖಂಡಾನಿ ತೆಕಾ ವಿರೊದ್ ಹೊವ್ನ್ ಸಾಕ್ಷಿ ಸಾಂಗುನ್, ಹೆಕಾ ಮರ್ನ್ನಾಚಿ ಶಿಕ್ಷ್ಯಾ ದಿವ್ಚೆ ಮನುನ್ ಆಶ್ಯಾ ಹೊಲ್ಲಿ.