Acts 25:16 — Compare Translations
7 translations compared side by side
Odia - 1840
"ମୁଁ ସମାନଙ୍କେୁ ଉତ୍ତର ଦଲେି, 'ଯେତବେେଳେ କୌଣସି ବ୍ଯକ୍ତି କୌଣସି ଦୋଷ ପାଇଁ ଅଭିୟୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହବୋ ପର୍ୟ୍ଯନ୍ତ ଓ ନିଜ ବିରୁଦ୍ଧ ରେ ଆଗତ ଅଭିଯୋଗର ଉତ୍ତର ନଦବୋ ପର୍ୟ୍ଯନ୍ତ ରୋମୀୟମାନେ ସହେି ଲୋକକୁ ଅନ୍ୟ କାହାକୁ ବିଚ଼ାର ପାଇଁ ଦିଅନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କୁ ଉତ୍ତର ଦେଲି, ବାଦୀ ଓ ପ୍ରତିବାଦୀ ମୁଖାମୁଖି ନ ହେବା ପର୍ଯ୍ୟନ୍ତ, ପୁଣି ପ୍ରତିବାଦୀ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ଵନ୍ଧରେ ଆତ୍ମ-ପକ୍ଷସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ସେମାନଙ୍କୁ କହିଲି ଯେ, ଜଣେ ଦୋଷୀକୁ ବିଚାରାଳୟରେ ତା’ର ଅଭିଯୋଗକାରୀମାନଙ୍କ ସମ୍ମୁଖରେ ଆତ୍ମସମର୍ଥନ କରିବା ପାଇଁ ସୁଯୋଗ ଦେବା ପୂର୍ବରୁ ତାକୁ ଦୋଷୀ ସାବ୍ୟସ୍ତ କରିବା ଆମ ରୋମୀୟମାନଙ୍କର ଦେଶାଚାର ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ଉତ୍ତର ଦେଲି, ‘ଯେତେବେଳେ କୌଣସି ବ୍ୟକ୍ତି କୌଣସି ଦୋଷ ପାଇଁ ଅଭିଯୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହେବା ପର୍ଯ୍ୟନ୍ତ ଓ ନିଜ ବିରୁଦ୍ଧରେ ଆଗତ ଅଭିଯୋଗର ଉତ୍ତର ନ ଦେବା ପର୍ଯ୍ୟନ୍ତ ରୋମୀୟମାନେ ସେହି ଲୋକକୁ ଅନ୍ୟ କାହାକୁ ବିଗ୍ଭର ପାଇଁ ଦିଅନ୍ତି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟ ମାନଙ୍କର ବିଧି ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ, ಚುಕ್ ದಾಕ್ವುಲ್ಲ್ಯಾ ಮಾನ್ಸಾಕ್ ಝಡ್ತಿ ಕರುಕ್ ಸಾಟ್ನಿ ದುಸ್ರ್ಯಾಕ್ನಿ ಒಪ್ಪಸ್ತಲೆ ರೊಮನ್ ಲೊಕಾಂಚಿ ಪದ್ದತ್ ನ್ಹಯ್, ಅದ್ದಿ ತೆನಿ ಅಪ್ನಾಚೆರ್ ಚುಕ್ ಸಾಂಗುಕ್ ಲಾಗಲ್ಯಾಕ್ನಿ ಇದ್ರಾಕ್ ಬದ್ರಾಕ್ ಭೆಟುನ್ ಅಪ್ಲಿ ಚುಕ್ ಸಾಂಗ್ತಲಿ ಹೊತ್ತಿ ಸಾಂಗುಕ್ ಅವ್ಕಾಸ್ ಕರುನ್ ದಿವ್ಚೆ ಮನುನ್ ಮಿಯಾ ಸಾಂಗ್ಲೊ.