Acts 25:19 — Compare Translations

7 translations compared side by side

Odia - 1840
"ତା' ପରିବର୍ତେ ସମାନେେ କବଳେ ନିଜ ଧର୍ମ ଓ ଯୀଶୁ ନାମକ ଜଣେ ମୃତ ବ୍ଯକ୍ତି ବିଷୟ ରେ ୟୁକ୍ତି ତର୍କ କଲେ। କିନ୍ତୁ ପାଉଲ ଯୀଶୁଙ୍କୁ ଜୀବିତ ବୋଲି ଦାବୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କ ସ୍ଵଧର୍ମ ପୁଣି ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କେବଳ ନିଜ ଧର୍ମ ବିଷୟରେ ଏବଂ ଯୀଶୁ ନାମକ ଯେଉଁ ମୃତ ବ୍ୟକ୍ତିଙ୍କୁ ପାଉଲ ଜୀବିତ ବୋଲି ଦାବୀ କରୁଛନ୍ତି, ତାଙ୍କ ବିଷୟ ନେଇ ଯୁକ୍ତିତର୍କ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରିବର୍ତ୍ତେ ସେମାନେ କେବଳ ନିଜ ଧର୍ମ ଓ ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି ବିଷୟରେ ଯୁକ୍ତିତର୍କ କଲେ। କିନ୍ତୁ ପାଉଲ ଯୀଶୁଙ୍କୁ ଜୀବିତ ବୋଲି ଦାବୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಾಂಗಲಿ ಸಂಗ್ತಿಯಾ ತೆಂಚ್ಯಾ ಸ್ವತಾಚ್ಯಾ ಧರ್ಮಾಕ್ ಸಮಂದ್ ಪಡಲಿ ಹೊತ್ತಿ, ಅನಿ ಜೆಜು ಮನ್ತಲ್ಯಾ ಮಾನ್ಸಾಕ್ ಸಮಂದ್ ಪಡಲೆ ಹಾಯ್.