Acts 25:2 — Compare Translations

7 translations compared side by side

Odia - 1840
"ସଠାେରେ ମୁଖ୍ଯ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଆଗତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ମୁଖ୍ୟ ଯାଜକ ଓ ଇହୁଦୀ ନେତାମାନେ ପୁନର୍ବାର ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ମୁଖ୍ୟ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ଆଗତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଧାନ ଯାଜକମାନେ ଓ ଯିହୂଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮೊಟ್ಯಾ ಯಾಜಕಾನಿ ಅನಿ ಜುದೆವಾಂಚ್ಯಾ ಪ್ರಮುಕ್ ಮುಖಂಡಾನಿ ಪಾವ್ಲುಕ್ ವಿರೊದ್ ಹೊವ್ನ್, ಅನಿ ತೆನಿ ಪಾವ್ಲುಕ್ ಪರ್ತುನ್ ಜರುಜಲೆಮಾಕ್ ಧಾಡುಚೆ ಮನುನ್ ಫೆಸ್ತಾಕ್ಡೆ ಮಾಗುನ್ ಘೆಟ್ಲ್ಯಾನಿ.