Acts 25:21 — Compare Translations

7 translations compared side by side

Odia - 1840
"କିନ୍ତୁ ପାଉଲ ବନ୍ଦୀଗୃହ ରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ବାରା ବିଚ଼ାର ହବୋ ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ଯବସ୍ଥା କରିବା ପର୍ୟ୍ଯନ୍ତ ବନ୍ଦୀଗୃହ ରେ ରହିବା ପାଇଁ ଆଦେଶ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ପ୍ରାର୍ଥନା କରନ୍ତେ, ମୁଁ ତାକୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଜ୍ଞା ଦେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପାଉଲ, ନିଜେ ସମ୍ରାଟ ତା’ର ମାମଲା ନିଷ୍ପତ୍ତି କରନ୍ତୁ ବୋଲି କହି ପ୍ରହରୀମାନଙ୍କ ଦ୍ୱାରା ସୁରକ୍ଷିତ ହେବା ପାଇଁ ଚାହିଁଲା। ତେଣୁ ସମ୍ରାଟଙ୍କ ପାଖକୁ ପଠାଇବା ପର୍ଯ୍ୟନ୍ତ ତାକୁ ବନ୍ଦୀ କରି ରଖିବା ପାଇଁ ମୁଁ ଆଦେଶ ଦେଇଛି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାଉଲ ବନ୍ଦୀଗୃହରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ୱାରା ବିଗ୍ଭର ହେବା ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ବନ୍ଦୀଗୃହରେ ରହିବା ପାଇଁ ଆଦେଶ ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାହାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ತೆನಿ, ಚಕ್ರವರ್ತಿ ಸಿಸರಾಚ್ ಮಾಜ್ಯಾ ವಾದಾಕ್ ನಿರ್ಧಾರ್ ಕರುಂದಿತ್, ತವ್ಡ್ಯಾ ಪತರ್ ಮಾಕಾ ರಾಕ್ವನ್ ಕರಾ ಮನುನ್ ಮಾಗುನ್ ಘೆಟ್ಲ್ಯಾನ್, ತಸೆ ಹೊವ್ನ್, ರೊಮಾತ್ಲ್ಯಾ ಚಕ್ರವರ್ತಿಕ್ಡೆ ಧಾಡುನ್ ದಿ ಪತರ್ ತೆಕಾ ರಾಕ್ವನಿತ್ ಥವ್ಚೆ ಮನುನ್ ಹುಕುಮ್ ಕರಲ್ಲೊ ಮಟ್ಲ್ಯಾನ್.