Acts 25:23 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହାଆଡ଼ମ୍ବର ରେ ଉଚ୍ଚପଦସ୍ଥ ସାମରିକ କର୍ମଚ଼ାରୀ ତଥା ନଗରର ମୁଖ୍ଯ ବ୍ଯକ୍ତିଙ୍କ ସହିତ ବିଚ଼ାରାଳୟ ରେ ପ୍ରବେଶ କଲେ। ଫେଷ୍ଟଙ୍କ ଆଦେଶ ଅନୁଯାଯୀ ପାଉଲଙ୍କୁ ସଠାେକୁ ଅଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପରଦିନ ଆଗ୍ରିପ୍‍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବିଷ୍ଟ ହୁଅନ୍ତେ, ଫେଷ୍ଟଙ୍କ ଆଜ୍ଞା ଅନୁସାରେ ପାଉଲ ଅଣାଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତହିଁ ଆରଦିନ ଆଗ୍ରୀପା ଓ ବର୍ଣ୍ଣିସ୍ ସୈନ୍ୟବାହିନୀର ମୁଖ୍ୟ ଓ ନଗରର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହିତ ମହା ଆଡ଼ମ୍ବରରେ ଆସି ବିଚାରାଳୟରେ ପ୍ରବେଶ କଲେ। ଫେଷ୍ଟସ୍ଙ୍କ ଆଦେଶରେ ପାଉଲ ଭିତରକୁ ଅଣାଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ଆଗ୍ରି‌‌ପ୍‌‌ପା ଓ ବର୍ଣ୍ଣୀକୀ ମହାଆଡ଼ମ୍ବରେ ଉଚ୍ଚପଦସ୍ଥ ସାମରିକ କର୍ମଗ୍ଭରି ତଥା ନଗରର ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଗ୍ଭରାଳୟରେ ପ୍ରବେଶ କଲେ। ଫେଷ୍ଟଙ୍କ ଆଦେଶ ଅନୁଯାୟୀ ପାଉଲଙ୍କୁ ସେଠାକୁ ଅଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍‌ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ ଆଦେଶ ଅନୁସାରେ ପାଉଲ ଅଣାଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ ಅಗ್ರಿಪ್ಪರಾಜಾ, ಅನಿ ಬೆರ್ನಿಕೆ ರಾನಿ ಆಡಂಬರಾಚೆ ಕಪ್ಡೆನೆಸುನ್ ಘೆವ್ನ್ ಸೈನಿಕಾಂಚ್ಯಾ ಅಧಿಕಾರ್ಯ್ಯಾಚ್ಯಾ ವಾಂಗ್ಡಾ ಅನಿ ಸೆಜರೆಯಾತ್ಲ್ಯಾ ಪ್ರಮುಖ್ ಲೊಕಾಂಚ್ಯಾ ವಾಂಗ್ಡಾ ಝಡ್ತಿ ಕರ್‍ತಲ್ಯಾ ಜಾಗ್ಯಾರ್ ಯೆಲೆ, ತನ್ನಾ ಪಾವ್ಲುಕ್ ಭುತ್ತುರ್ ಹಾನುಚೆ ಮನುನ್ ಫೆಸ್ತಾನ್ ಸೈನಿಕಾಕ್ನಿ ಹುಕುಮ್ ಕರ್‍ಲ್ಯಾನ್.