Acts 25:26 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ପ୍ରକୃତ ରେ ଜାଣି ପାରୁନାହିଁ, ସମ୍ରାଟଙ୍କୁ ତା' ବିଷୟ ରେ କଣ ଲେଖିବି? ତେଣୁ ମୁଁ ତାକୁ ଆପଣମାନଙ୍କ ପାଖକୁ ଓ ହେ ରାଜା ଆଗ୍ରିପ୍ପା ବିଶଷେ କରି ଆପଣଙ୍କ ପାଖକୁ ଆଣିଛି। ମାରେ ଆଶା, ଆପଣ ତାକୁ ପ୍ରଶ୍ନ ପଚ଼ାରି ପାରିବେ, ଓ କାଇସରଙ୍କୁ ଲେଖିବା ପାଇଁ ମାେତେ କିଛି କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ପ୍ରଭୁଙ୍କ ଛାମୁକୁ ତାʼର ବିଷୟରେ ଲେଖିବା ନିମନ୍ତେ ମୋର କୌଣସି ନିଶ୍ଚିତ ବିଷୟ ନାହିଁ । ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାକୁ ଆପଣମାନଙ୍କ, ବିଶେଷତଃ, ହେ ରାଜନ୍ ଆଗ୍ରିପ୍ପା, ଆପଣଙ୍କ ସମ୍ମୁଖକୁ ଆଣିଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତା’ ବିଷୟରେ ନିର୍ଦ୍ଦିଷ୍ଟଭାବେ ସମ୍ରାଟଙ୍କୁ ଲେଖିବା ପାଇଁ ମୋର କିଛି ନାହିଁ। ତେଣୁ ମୁଁ ତାକୁ ଆପଣମାନଙ୍କ ସମ୍ମୁଖକୁ ଏବଂ ବିଶେଷଭାବେ ହେ ରାଜା ଆଗ୍ରୀପା, ଆପଣଙ୍କ ସମ୍ମୁଖକୁ ଆଣିଛି, ଯେପରି କି ତାହାର ବିଷୟ ଭଲ ଭାବରେ ତଦନ୍ତ କରିବା ପରେ ମୁଁ କିଛି ଲେଖିପାରିବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ପ୍ରକୃତରେ ଜାଣି ପାରୁ ନାହିଁ, ସମ୍ରାଟଙ୍କୁ ତା’ ବିଷୟରେ କ’ଣ ଲେଖିବି? ତେଣୁ ମୁଁ ତାକୁ ଆପଣମାନଙ୍କ ପାଖକୁ ଓ ହେ ରାଜା ଆଗ୍ରିପ୍ପା ବିଶେଷକରି ଆପଣଙ୍କ ପାଖକୁ ଆଣିଛି। ମୋର ଆଶା, ଆପଣ ତାକୁ ପ୍ରଶ୍ନ ପଗ୍ଭରି ପାରିବେ, ଓ କାଇସରଙ୍କୁ ଲେଖିବା ପାଇଁ ମୋତେ କିଛି କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;
Odia IRV 2017 (ଓଡିଆ ବାଇବେଲ)
ମୋର ପ୍ରଭୁଙ୍କ ଛାମୁକୁ ତା'ର ବିଷୟରେ ଲେଖିବା ନିମନ୍ତେ ମୋର କୌଣସି ନିଶ୍ଚିତ ବିଷୟ ନାହିଁ । ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆಚ್ಯಾ ವಿಶಯಾತ್ ಸಿಸಾರಾಕ್ ಸಾಂಗುನ್ ಲಿವ್ಕ್ ಮಾಕಾ ಕಾಯ್ಬಿ ಚುಕ್ ದಿಸಿನಾ ಹೊಲಾ ತಸೆ ಹೊವ್ನ್ ಮಿಯಾ ಹೆಕಾ ತುಮ್ಚ್ಯಾ, ಅನಿ ಅಗ್ರಿಪ್ಪ್ ರಾಜಾಚ್ಯಾ ಇದ್ರಾತ್ ಹಾನುನ್ ಇಬೆಕರ್ಲಾ, ತುಮ್ಚ್ಯಾಕ್ನಾ ಸಿಸರಾಕ್ ಚಿಟ್ ಲಿವ್ಕ್ ಕಾಯ್ತರಿಬಿ ವಿಶಯಾತ್ ಹೆಕಾ ವಿಚಾರ್ ಕರ್ತಾನಾ ಗಾವ್ತಲಿ ಮನುನ್ ಮಿಯಾ ಆಶ್ಯಾ ಕರ್ತಾ.