Acts 25:27 — Compare Translations
7 translations compared side by side
Odia - 1840
"ତେଣୁ ମୁଁ ଭାବୁଛି, ଜଣେ ବନ୍ଦୀ ବିରୁଦ୍ଧ ରେ କୌଣସି ଅଭିଯୋଗ ନଲେଖି ସମ୍ରାଟଙ୍କ ପାଖକୁ ପଠାଇବା ମାରେ ମୂର୍ଖାମୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବନ୍ଦୀକି ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଗୋଟିଏ ବନ୍ଦୀ ବିରୁଦ୍ଧରେ ଥିବା ଅଭିଯୋଗଗୁଡ଼ିକ ପରିଷ୍କାରଭାବେ ନ ଦର୍ଶାଇ ତାକୁ ସମ୍ରାଟଙ୍କ ନିକଟକୁ ପଠାଇବା ଠିକ୍ ହେବ ନାହିଁ ବୋଲି ମୁଁ ମନେ କରୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଭାବୁଛି, ଜଣେ ବନ୍ଦୀ ବିରୁଦ୍ଧରେ କୌଣସି ଅଭିଯୋଗ ନ ଲେଖି ସମ୍ରାଟଙ୍କ ପାଖକୁ ପଠାଇବା ମୋର ମୂର୍ଖାମୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବନ୍ଦୀକୁ ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ବନ୍ଦୀକି ପଠାଇବା ସମୟରେ ତା' ବିରୁଦ୍ଧରେ ଅଭିଯୋଗ ଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಯವ್ಜಲ್ಲ್ಯಾ ಸಾರ್ಕೆ ಎಕ್ ಚುಕಿದಾರಾಚ್ಯಾ ವಿರೊದ್ ಹೊತ್ತಿ ಚುಕ್ ಕಾಯ್ ಮನ್ತಲೆ ಸಮಾ ಕಳ್ವುನ್ ಘೆಯ್ನಸ್ತಾನಾ ತೆಕಾ ಸಿಸಾರಾಕ್ಡೆ ಧಾಡ್ತಲೆ ಪಿಸೆಪಾನ್ ಹೊವ್ನ್ ಹಾಯ್.