Acts 25:3 — Compare Translations
7 translations compared side by side
Odia - 1840
"ସମାନେେ ପାଉଲଙ୍କୁ ୟିରୁଶାଲମକୁ ପଠାଇଦବୋ ପାଇଁ ତାହାଙ୍କୁ ଅନୁ ରୋଧ କଲେ। କାରଣ ସମାନେେ ତାହାଙ୍କୁ ରାସ୍ତା ରେ ହତ୍ଯା କରିବାର ଷଡ଼ୟନ୍ତ୍ର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି, ଏଥିନିମନ୍ତେ ବିନତିପୂର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ନିମନ୍ତେ ଛକି ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କୁ ଯିରୂଶାଲମକୁ ଆଣି ସେମାନଙ୍କୁ ଅନୁଗୃହୀତ କରିବା ପାଇଁ ସେମାନେ ଫେଷ୍ଟସ୍ଙ୍କୁ ନିବେଦନ କଲେ, କାରଣ ସେମାନେ ପାଉଲଙ୍କୁ ବାଟରେ ହତ୍ୟା କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಪಾವ್ಲು ಜರುಜಲೆಮಾಕ್ ಜಾತಾನಾ ವಾಟೆರುಚ್ ತೆಕಾ ಜಿವ್ ಕಾಡುನ್ ಟಾಕುಚೆ ಮನುನ್ ರಾಕುನ್ಗೆತ್ ಹೊತ್ತ್ಯಾ ನಿ.