Acts 25:4 — Compare Translations

7 translations compared side by side

Odia - 1840
"କିନ୍ତୁ ଫେଷ୍ଟ କହିଲେ, ପାଉଲ କାଇସରୀଆ ରେ ରହିବେ ଓ ମୁଁ ଶୀଘ୍ର ଯାଇ ପହଞ୍ଚିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫେଷ୍ଟ ଉତ୍ତର ଦେଲେ, ପାଉଲ କାଇସରିଆରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫେଷ୍ଟସ୍ କହିଲେ, “ପାଉଲଙ୍କୁ ଏକ ବନ୍ଦୀ ରୂପେ ସିସେରିଆରେ ରଖାଯାଇଛି ଓ ଶୀଘ୍ର ମୁଁ ନିଜେ ସେଠାକୁ ଫେରିଯିବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫେଷ୍ଟ କହିଲେ, “ପାଉଲ କାଇସରୀଆରେ ରହିବେ ଓ ମୁଁ ଶୀଘ୍ର ଯାଇ ପହଞ୍ଚିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಫೆಸ್ತಾನ್ ಅಶೆ ಜವಾಬ್ ದಿಲ್ಲ್ಯಾನ್, ನಾ! ಪಾವ್ಲುಕ್ ಸೆಜರೆಯಾತುಚ್ ಥವ್ಚೆ, ಮಿಯಾಚ್ ಥೈ ಲಗ್ಗುನಾ ಜಾತಲೊ ಹಾಯ್,