Acts 25:5 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ କେତକେ ନେତା ମଧ୍ଯ ମାେ ସହିତ ଚ଼ାଲନ୍ତୁ। ଯଦି ପାଉଲ କିଛି ଭୁଲ୍ କରିଛନ୍ତି, ତବେେ ସମାନେେ ତାହାଙ୍କ ବିରୁଦ୍ଧ ରେ ଅଭିଯୋଗ ଆଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାʼର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ସେ କିଛି ଦୋଷ କରିଛି, ତେବେ ତୁମର ନେତାମାନେ ମୋ’ ସହିତ ସିସେରିଆକୁ ଯାଆନ୍ତୁ ଓ ତା’ ବିରୁଦ୍ଧରେ ସେମାନଙ୍କ ଅଭିଯୋଗ ଉପସ୍ଥାପିତ କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ କେତେକ ନେତା ମଧ୍ୟ ମୋ’ ସହିତ ଗ୍ଭଲନ୍ତୁ। ଯଦି ପାଉଲ କିଛି ଭୁଲ୍ କରିଛନ୍ତି, ତେବେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮುಖಂಡಾತ್ನಿ ಥೊಡಿ ಲೊಕಾ ಮಾಜ್ಯಾ ವಾಂಗ್ಡಾ ಯೆಂವ್ದಿ, ತೆನಿ ಪಾವ್ಲುಚಿ ಚುಕ್ ಸಾಂಗ್ತಲೆ ಹೊಲ್ಯಾರ್ ಸೆಜರೆಯಾತ್ ಸಾಂಗುಂದಿತ್ ಮನುನ್ ಜವಾಬ್ ದಿಲ್ಯಾನ್.