Acts 25:7 — Compare Translations

7 translations compared side by side

Odia - 1840
"ପାଉଲ କୋଠରୀକୁ ଆସିବା ପରେ ୟିରୂଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସମାନେେ ତାହାଙ୍କ ଚ଼ାରିପାଖେ ଠିଆ ହାଇଗେଲେ। ସମାନେେ ତାହାଙ୍କ ବିରୁଦ୍ଧ ରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆସନ୍ତେ ଯିରୂଶାଲମରୁ ଆଗତ ଯିହୁଦୀମାନେ ତାଙ୍କ ଚାରିଆଡ଼େ ଠିଆ ହୋଇ ତାଙ୍କ ବିରୁଦ୍ଧରେ ଅନେକ ପୁଣି ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରି ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଆସିବା କ୍ଷଣି ଯିରୂଶାଲମର ଇହୁଦୀମାନେ ତାଙ୍କ ଚାରିପଟେ ଘେରି ଯାଇ ଛିଡ଼ା ହେଲେ ଓ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ କଲେ। କିନ୍ତୁ ସେମାନେ ଏସବୁ ପ୍ରମାଣ କରିବାକୁ ସମର୍ଥ ହେଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ କୋଠରୀକୁ ଆସିବା ପରେ ଯିରୁଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସେମାନେ ତାହାଙ୍କ ଗ୍ଭରିପାଖେ ଠିଆ ହୋଇଗଲେ। ସେମାନେ ତାହାଙ୍କ ବିରୁଦ୍ଧରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆସନ୍ତେ ଯିରୂଶାଲମରୁ ଆଗତ ଯିହୂଦୀମାନେ ତାଙ୍କ ଚାରିଆଡ଼େ ଠିଆ ହୋଇ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହି ସବୁ ପ୍ରମାଣ କରି ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಝಡ್ತಿ ಕರ್‍ತಲ್ಯಾ ಜಾಗ್ಯಾಕ್ ಯೆಲೊ ಜೆರುಜಲೆಮಾತ್ನಾ ಜುದೆವಾಂಚಿ ಲೊಕಾ ತೆಚ್ಯಾ ಆಜುಭಾಜುಕ್ ಇಬೆ ರ್‍ಹಾವ್ನ್ ಲೈ ಚುಕ್ ಸಾಂಗುಲಾಗ್ಲೆ ತ್ಯಾತುರ್‍ಲೆ ಎಕ್ಬಿ ಖರೆ ನತ್ತೆ.