Acts 25:8 — Compare Translations

7 translations compared side by side

Odia - 1840
"ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, ମୁଁ ଯିହୂଦୀୟ ବ୍ଯବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧ ରେ କୌଣସି ଦୋଷ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ ଆପଣା ପକ୍ଷସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା ବିରୁଦ୍ଧରେ କି ମନ୍ଦିର ବିରୁଦ୍ଧରେ କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ପାଉଲ ଆତ୍ମସମର୍ଥନ କରି କହିଲେ, “ଇହୁଦୀମାନଙ୍କର ବ୍ୟବସ୍ଥା କିମ୍ବା ମନ୍ଦିର କିମ୍ବା ରୋମୀୟ ସମ୍ରାଟ୍, କାହା ବିରୁଦ୍ଧରେ ମୁଁ କୌଣସି ଦୋଷ କରି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, “ମୁଁ ଯିହୂଦୀୟ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ କୌଣସି ଦୋଷ କରି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୂଦୀମାନଙ୍କ ମୋଶାଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಪರ್ತುನ್ ವಾದ್ ಕರುನ್ “ಮಿಯಾ ಜುದೆವಾಂಚ್ಯಾ ಖಾಯ್ದ್ಯಾಕ್ನಿ ಹೊಂವ್ದಿ, ದೆವಾಚ್ಯಾ ಗುಡಿಕ್ ಹೊಂವ್ದಿ, ಅನಿ ಸಿಸರಾಕ್ ಹೊಂವ್ದಿ ವಿರೊದ್ ಹೊವ್ನ್ ಕಸ್ಲಿಬಿ ಚುಕ್ ಕರುಕ್ನಾ” ಮನುನ್ ಸಾಂಗ್ಲ್ಯಾನ್.