Acts 25:9 — Compare Translations

7 translations compared side by side

Odia - 1840
"କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଚ଼ାରିଲେ, ତୁମ୍ଭେ ମାେ ଦ୍ବାରା ଏହି ଅଭିଯୋଗ ସମ୍ବନ୍ଧ ରେ ବିଚ଼ାର କରାୟିବା ପାଇଁ ୟିରୂଶାଲମ ୟିବା ପାଇଁ ଚ଼ାହୁଁଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫେଷ୍ଟ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ଘେନି ବିଚାରିତ ହେବାକୁ ଇଚ୍ଛା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଫେଷ୍ଟସ୍ ଇହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଚାହିଁ ପାଉଲଙ୍କୁ ପଚାରିଲେ, “ଯିରୂଶାଲମକୁ ଯିବା ପାଇଁ ଓ ସେଠାରେ ମୋ’ ସମ୍ମୁଖରେ ଏହିସବୁ ଅଭିଯୋଗରେ ବିଚାରିତ ହେବା ପାଇଁ ତୁମେ କ’ଣ ରାଜି ହେବ?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಫೆಸ್ತಾನ್ ಜುದೆವಾಂಚ್ಯಾಕ್ನಾ ಬರೊ ಮನ್ವುನ್ ಘೆವ್ಚೆ ಮನುನ್ ಹೊತ್ತೊ, ತಸೆ ಹೊವ್ನ್ ತೆನಿ ಪಾವ್ಲುಕ್, ತಿಯಾ ಜೆರುಜಲೆಮಾಕ್ ಜಾತೆಯ್ ಕಾಯ್, ಹೆನಿ ಸಾಂಗ್ತಲ್ಯಾ ಸಂಗ್ತಿಯಾಕ್ನಿ ಮಿಯಾ ತುಕಾ ಥೈಚ್ ಇಚ್ಯಾರ್ನಿ ಕರುಚೆ ಮನ್ತಲಿ ತುಜಿ ಇಚ್ಚ್ಯಾ ಕಾಯ್? ಮನುನ್ ಇಚಾರ್‍ಲ್ಯಾನ್.