Acts 26:1 — Compare Translations

7 translations compared side by side

Odia - 1840
"ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ନିଜ ସପକ୍ଷ ରେ କହିବା ପାଇଁ ଅନୁମତି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଆଗ୍ରିପ୍‍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା । ସେତେବେଳେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷସମର୍ଥନ କରିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆଗ୍ରୀପା ପାଉଲଙ୍କୁ କହିଲେ, “ତୁମକୁ ନିଜ ପକ୍ଷରୁ ଯାହା କିଛି କହିବା ପାଇଁ ଅନୁମତି ଦିଆଗଲା।” ପାଉଲ ହସ୍ତ ବିସ୍ତାର କରି ନିଜକୁ ସମର୍ଥନ କରି କହିଲେ -
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆଗ୍ରି‌‌ପ୍‌‌ପାଙ୍କ ସମ୍ମୁଖରେ ପାଉଲ ଆଗ୍ରି‌‌ପ୍‌‌ପା ପାଉଲଙ୍କୁ କହିଲେ, “ତୁମ୍ଭକୁ ନିଜ ସପକ୍ଷରେ କହିବା ପାଇଁ ଅନୁମତି ଦିଆଗଲା।” ତା’ପରେ ପାଉଲ ନିଜ ହାତ ପ୍ରସାରିତ କରି ନିଜ ପକ୍ଷରେ କହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା । ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಗ್ರಿಪ್ಪ್ ರಾಜಾನ್ ಪಾವ್ಲುಕ್, ಅತ್ತಾ ತಿಯಾ ತುಜ್ಯಾ ವೈನಾ ಬೊಲುಕ್ ಹೊತಾ ಮನುನ್ ಸಾಂಗ್ಲ್ಯಾನ್, ತನ್ನಾ ಪಾವ್ಲುನ್ ಅಪ್ನಾಚೆ ಹಾತ್ ಉಕ್ಲುನ್ ಅಸೊ ಬೊಲುಕ್‍ ಲಾಲೊ.